ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

the financial express

ପୁରୀ: ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହୋଇଥାଏ । ସଂଧ୍ୟା ୬ଟାରୁ ରାତି ୧୦ଟା ମଧ୍ୟରେ ଏହି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଇଥାଏ। ମହାପ୍ରଭୁଙ୍କ ଏହା ହେଉଛି ଏକ ଗୁପ୍ତ ନୀତି। ବର୍ଷକୁ ଦୁଇରୁ ତିନି ଥର ଏହି ନୀତି ସମ୍ପାଦନ କରାଯାଏ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe