ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

Advertisment
ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା

କୃଷ୍ଣପ୍ରସାଦ: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ମଝି ଚିଲିକାରେ ଡଙ୍ଗା ଫସି ରହିଥିଲା। ଡଙ୍ଗାରେ ୩୦ ଜଣ ଯାତ୍ରୀ ଓ ୮ଟି ବାଇକ ଥିବା ଜଣାପଡିଛି। ଜହ୍ନିକୁଦା ଘାଟରୁ ଯାତ୍ରୀଙ୍କୁ ନେଇ ଡଙ୍ଗାଟି ସକାଳ ୯ଟା ୪୦ ମିନିଟରେ ସାତପଡ଼ା ଅଭିମୁଖେ ଯାତ୍ରା କରିଥିଲା। ହେଲେ ଚିଲିକା ମଝିରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ଡଙ୍ଗାଟି ଫସି ରହିଥିଲା। ଡଙ୍ଗାରେ ଥିବା ଯାତ୍ରୀମାନଙ୍କୁ ପରେ ଅବଶ୍ୟ ଉଦ୍ଧାର କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe