ପୁରୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼, ଜଣେ ଗୁରୁତର

ପୁରୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆଧ୍ୟାତ୍ମିକ ସହର ପୁରୀରେ ଗୁରୁବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ସୂଚନା ଅନୁସାରେ ସଦର ଥାନା ଅନ୍ତର୍ଗତ ରେବତୀରମଣ ଅଂଚଳରେ ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ବୋମାମାଡ଼ରେ ଆହତ ଜଣେ ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ପାଇଁ ପୁଲିସ ଛାନଭିନ୍‌ ଆରମ୍ଭ କରି ଦେଇଛି।

ସମ୍ବନ୍ଧିତ ଖବର