ପୁରୀ: ପୁରୀରେ ପୁଣି ବୋମାମାଡ଼। ବାଲିଘାଟ ନିକଟ ଭୁଦାନ ଛକରେ ବୋମାମାଡ଼ ହୋଇଛି । ସୁବ୍ରତ କୁମାର ଦୀକ୍ଷିତଙ୍କ ଗାଡ଼ି ୱାର୍କସପ୍ ଉପରକୁ ବୋମାମାଡ଼ କରାଯାଇଛି। ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମାମାଡ଼ କରିଥିବା ସୂଚନା ମିଳିଛି। ୱାର୍କସପରେ କାମ କରୁଥିବା ଚାରିଜଣ କର୍ମଚାରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଳବଣିଆ ପୁଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି ।
ପୁରୀରେ ପୁଣି ବୋମାମାଡ଼: ୪ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
/sambad/media/post_attachments/wp-content/uploads/2024/03/8-21-750x430-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)