ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୬ ଘଣ୍ଟା ବନ୍ଦ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୬ ଘଣ୍ଟା ବନ୍ଦ ରହିବ। ସନ୍ଧ୍ୟା ୬ରୁ ରାତି ୧୨ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ୨ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୬ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୨ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe