ଅନୁସନ୍ଧାନ କରୁଥିବା ବର୍ଗ

ପୁରୀ

‘ମହିଆଭାଇ’ଙ୍କ ମହାପ୍ରସ୍ଥାନ

ପୁରୀ: କୋଳାହଳ ଭିତରେ ବି ଆଜି ଶ୍ରୀକ୍ଷେତ୍ରରେ ଛାଇଯାଇଥିଲା ଶୂନ୍ୟତା। ଏ ଶୂନ୍ୟତା ଥିଲା ପୁରୀ ରାଜନୀତିର ମୁକୁଟବିହୀନ ସମ୍ରାଟ ମହେଶ୍ବରଙ୍କ ପାଇଁ। ମହେଶ୍ବରଙ୍କ ବିୟୋଗରେ ଯେମିତି ମୁରବୀଶୂନ୍ୟ ହୋଇଯାଇଥିଲା ସହର। ଶବାଧାର ଯିବା ବେଳେ ଶୁଭୁଥିଲା କେବଳ ଗୋଟିଏ ନାରା ‘ମହିଆ ଭାଇ ଅମର…
ଅଧିକ ଖବର ଦେଖନ୍ତୁ...

ପଞ୍ଚଭୂତରେ ବିଲୀନ ହେଲେ ମହେଶ୍ବର ମହାନ୍ତି, ସ୍ବର୍ଗଦ୍ବାରରେ ହେଲା ଅନ୍ତିମ ସତ୍କାର

ପୁରୀ/ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ଶୋକାକୂଳ ପରିବେଶ ମଧ୍ୟରେ ଅନ୍ତିମ ସଂସ୍କାର କରାଯାଇଛି। ମରଶରୀରରେ ବଡ଼ପୁଅ ସୁନୀଲ ମହାନ୍ତି ମୁଖାଗ୍ନି…
ଅଧିକ ଖବର ଦେଖନ୍ତୁ...

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି (୮ ତାରିଖ) ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ…
ଅଧିକ ଖବର ଦେଖନ୍ତୁ...

ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଘରୋଇ ହସ୍ପିଟାଲରୁ ଅଣାଯାଇ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ରଖାଯାଇଛି। ସେଠାରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦଳୀୟ ନେତା ଓ କର୍ମୀ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ…
ଅଧିକ ଖବର ଦେଖନ୍ତୁ...

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି,…
ଅଧିକ ଖବର ଦେଖନ୍ତୁ...

ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ମହେଶ୍ବରଙ୍କୁ ଅମର କରି ରଖିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମ ବେଦନା ପ୍ରକାଶ କରିଛନ୍ତି। ଏକ…
ଅଧିକ ଖବର ଦେଖନ୍ତୁ...

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ପୁରୀ/ ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର  ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ…
ଅଧିକ ଖବର ଦେଖନ୍ତୁ...

ଭୁବନେଶ୍ବରରେ ପହଞ୍ଚିଲା ସହିଦ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର

ଭୁବନେଶ୍ବର/ଗୋପ: ମେଘାଳୟ ଓ ବାଂଲାଦେଶ ସୀମା ତୁରା ନିକଟରେ କାର୍ଯ୍ୟରତ ସମୟରେ ଦୁର୍ବୃତ୍ତଙ୍କ ଦ୍ବାରା ସଂଘବଦ୍ଧ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ପ୍ରତାପ ରଂଜନ ପରିଡ଼ାଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛି। ସହିଦ ଯବାନଙ୍କ ମରଶରୀର ଭୁବନେଶ୍ବରରେ ପହଞ୍ଚିଲା…
ଅଧିକ ଖବର ଦେଖନ୍ତୁ...

୨୮ରେ ଭିତର ରତ୍ନଭଣ୍ଡାର ଲେଜର୍‌ ସ୍କାନିଂ: ଗଠନ ହେଲା ବୈଷୟିକ କମିଟି, ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମତି

ପୁରୀ: କାର୍ତ୍ତିକ ମାସ ଶେଷ ପରଦିନ ଅର୍ଥାତ୍‌ ନଭେମ୍ବର ୨୮ ତାରିଖରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଲେଜର୍‌ ସ୍କାନିଂ ହେବ। ପ୍ରଥମେ ରତ୍ନଭଣ୍ଡାରର ବାହାର ପାର୍ଶ୍ବ କାନ୍ଥର ଲେଜର୍‌ ସ୍କାନିଂ ହେବ। ଆବଶ୍ୟକ ପଡ଼ିଲେ, ରତ୍ନଭଣ୍ଡାର ଭିତରପାର୍ଶ୍ବ କାନ୍ଥର ଲେଜର୍‌ ସ୍କାନିଂ ହେବ। ଏଥିସହ…
ଅଧିକ ଖବର ଦେଖନ୍ତୁ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ: ଡିସେମ୍ବର ୧୫ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଡିସେମ୍ବର ୧୫ ତାରିଖ ସୁଦ୍ଧା ସାରିବାକୁ ମୋ ଓଡ଼ିଶା ନବୀନ ଓଡ଼ିଶା ତଥା ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବା ପରେ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଭକ୍ତମାନେ ନୂଆବର୍ଷରୁ ନୂଆ ଅନୁଭୂତି…
ଅଧିକ ଖବର ଦେଖନ୍ତୁ...