ଅନୁସନ୍ଧାନ କରୁଥିବା ବର୍ଗ

ପୁରୀ

ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ତଟସୁରକ୍ଷା ବାହିନୀର କଡା ସୁରକ୍ଷା ବ୍ୟବସ୍ଥା

ପୁରୀ: ଏବେ ଶରଧାବାଲିରେ ରହିଛି ତିନିଟି ଯାକ ରଥ | ଆଉ ମହାପ୍ରଭୁଙ୍କର ଆଜି ଗୋଟି ପହଣ୍ଡିରେ ଆଡ଼ପ ବିଜେ ହେଉଛି | ତେବେ ମହାପ୍ରଭୁଙ୍କୁ ଦେଖିବା ପାଇଁ ଏବେ ଶ୍ରୀଗୁଣ୍ଡିଚା ମନ୍ଦିରମୁହାଁ ହୋଇଛନ୍ତି ଭକ୍ତ। ଚଳଚଞ୍ଚଳ ହୋଇପଡିଛି ଶରଧାବାଲି। ମେଡିକାଲ୍‌ ଛକରୁ ଶ୍ରୀଗୁଣ୍ଡିଚା ମନ୍ଦିର…
ଅଧିକ ଖବର ଦେଖନ୍ତୁ...

ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ ପହଣ୍ଡି ଆରମ୍ଭ

ପୁରୀ: ମଙ୍ଗଳବାରଠାରୁ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଥିଲେ । ମଙ୍ଗଳବାରଠାରୁ ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ…
ଅଧିକ ଖବର ଦେଖନ୍ତୁ...

ଆଜିଠାରୁ ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ଆରମ୍ଭ: ପୁରୀରେ ପହଞ୍ଚିବେ ଏଏସଆଇର ୪ ଜଣିଆ ବୈଷୟିକ ଟିମ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ଆଜି ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିବେ। ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ। ଏ ନେଇ ବିଶେଷଜ୍ଞଙ୍କ ଦ୍ୱାରା…
ଅଧିକ ଖବର ଦେଖନ୍ତୁ...

ଶରଧାବାଲିରେ ଗହଳିଚହଳି : ଭକ୍ତ ଶ୍ରୀଗୁଣ୍ଡିଚା ମନ୍ଦିରମୁହାଁ

ପୁରୀ: ଶରଧାବାଲିରେ ତିନିଟି ଯାକ ରଥ ପହଞ୍ଚିବା ପରେ ଶ୍ରୀଗୁଣ୍ଡିଚା ମନ୍ଦିରମୁହାଁ ହୋଇଛନ୍ତି ଭକ୍ତ। ଚଳଚଞ୍ଚଳ ହୋଇଛି ଶରଧାବାଲି। ମେଡିକାଲ୍‌ ଛକରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଲାଗିଛି ହଜାର ହଜାର ଭକ୍ତଙ୍କ ଗହଳି। ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ ପାଇଁ ରଥ ଚାରିପାର୍ଶ୍ବରେ ବି…
ଅଧିକ ଖବର ଦେଖନ୍ତୁ...

ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ

ପୁରୀ : ମଙ୍ଗଳବାରଠାରୁ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଛନ୍ତି। ମଙ୍ଗଳବାରଠାରୁ ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ…
ଅଧିକ ଖବର ଦେଖନ୍ତୁ...

ଶରଧାବାଲିରେ ତିନିରଥ: ଭୋକରେ ରହିଲେ ଠାକୁରେ

ପୁରୀ : ଚତୁର୍ଦ୍ଧା ବିଗ୍ରହଙ୍କ ପହଣ୍ଡି ଯଥା ସମୟରେ ସଂପନ୍ନ ହେଲା। ତଥାପି ବଡ଼ଦାଣ୍ଡରେ ଅଧବାଟରେ ଅଟକିଲେ ମହାବାହୁ। ଯେଉଁଠି ଦିନକରେ ତିନି ରଥ ଶରଧାବାଲିରେ ପହଞ୍ଚିବା କଥା, ସେଠି ପହଞ୍ଚିବାକୁ ଦୁଇଦିନ ଲାଗିଲା। କାହିଁକି ତିନି ରଥ ଶରଧାବାଲିରେ ପହଞ୍ଚି ପାରିଲା ନାହିଁ, ତାହାକୁ ନେଇ ଘଣ୍ଟା…
ଅଧିକ ଖବର ଦେଖନ୍ତୁ...

‘ବୋଧହୁଏ ଭକ୍ତଙ୍କ ପାଇଁ ଅଟକି ଯାଇଥିଲେ ମହାପ୍ରଭୁ’

ପୁରୀ : ରଥ ପହଞ୍ଚିବାରେ ବିଳମ୍ବକୁ ନେଇ ତମ୍ବିତୋଫାନ ଚାଲିଥିବାବେଳେ ଏହାର ଉଚ୍ଚସ୍ତରୀୟ ତଦନ୍ତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ କହିଛନ୍ତି। ମୁଖ୍ୟ ପ୍ରଶାସକ ଶ୍ରୀ ଦାସ କହିଛନ୍ତି, ଗତକାଲି ଠାକୁର ରଥ ଉପରକୁ ନିର୍ଦ୍ଧାରିତ ସମୟରେ ଆସିଥିଲେ। ରଥଟଣା ବି…
ଅଧିକ ଖବର ଦେଖନ୍ତୁ...

ରଥ ଉପରେ ମହାପ୍ରଭୁଙ୍କ ନୀତି ବିଳମ୍ବ : ଏ ଯାଏଁ ଉପାସରେ ଶ୍ରୀଜିଉ

ପୁରୀ: ବିଗତ ଦିନରେ ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା ସଂପର୍କରେ ଅନେକ ଅବଗତ ହୋଇଥିବେ। ଆଜି ରଥ ଉପରେ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି । ମଙ୍ଗଳ ଆଳତି, ଅବକାଶ ପରେ ନୀତି ଆଗକୁ ବଢ଼ିନାହିଁ। ତେଣୁ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମହାପଭୁ ଉପାସରେ ଅଛନ୍ତି ।…
ଅଧିକ ଖବର ଦେଖନ୍ତୁ...

ଶରଧାବାଲିରେ ତିନି ରଥ: ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଅବଶେଷରେ ବିଶ୍ୱନିୟନ୍ତା ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍‌ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି…
ଅଧିକ ଖବର ଦେଖନ୍ତୁ...

ପୁରୀରେ ପୁଣି ଗଡ଼ିଲା ରଥ: ନନ୍ଦିଘୋଷ ଓ ଦର୍ପଦଳନ ରଥକୁ ଟାଣିନେଉଛନ୍ତି ଶ୍ରଦ୍ଧାଳୁ

ପୁରୀ: ପୁରୀରେ ପୁଣି  ଗଡ଼ିଲା ରଥ। ପୁଣି ହେଲା ରଥଟଣା। ଗତକାଲି ଅଧାବାଟରେ ଅଟକି ରହିଥିବା ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ହେଉଛି। ଶ୍ରଦ୍ଧାଳୁମାନେ ମନପ୍ରାଣ ଦେଇ ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଉଛନ୍ତି। ଗତକାଲି ବଡ଼ଶଙ୍ଖରେ ଅଟକିଥିଲା ଦର୍ପଦଳନ…
ଅଧିକ ଖବର ଦେଖନ୍ତୁ...