ପୁରୀ: ବୁଧବାର ପୁରୀ ଠାରୁ ଛାଡିବାକୁଥିବା ୧୮୪୭୭ ପୁରୀ - ଯୋଗନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ବାତିଲ ହୋଇଛି। ଋଷିକେଶଠାରୁ ପୁରୀ ପହଞ୍ଚିବାକୁ ଥିବା ସଂଯୋଗକାରୀ ଟ୍ରେନର ମାତ୍ରାଧିକ ବିଳମ୍ବ ଯୋଗୁଁ ଏବଂ ଟ୍ରେନ ଚଳାଚଳର ସମୟାନୁବର୍ତ୍ତିତା ପାଇଁ ଏହି ପଦକ୍ଷେପ ନିଆଯାଇଛି।
ବାତିଲ ହେଲା ପୁରୀ-ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍
/sambad/media/post_attachments/wp-content/uploads/2023/07/Untitled-17.jpg)