ପୁରୀ Leading ବାତିଲ ହେଲା ପୁରୀ-ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍ 05 Jul 2023 09:38 IST Sambad Digital Follow Us India Rail Info ପୁରୀ: ବୁଧବାର ପୁରୀ ଠାରୁ ଛାଡିବାକୁଥିବା ୧୮୪୭୭ ପୁରୀ - ଯୋଗନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ବାତିଲ ହୋଇଛି। ଋଷିକେଶଠାରୁ ପୁରୀ ପହଞ୍ଚିବାକୁ ଥିବା ସଂଯୋଗକାରୀ ଟ୍ରେନର ମାତ୍ରାଧିକ ବିଳମ୍ବ ଯୋଗୁଁ ଏବଂ ଟ୍ରେନ ଚଳାଚଳର ସମୟାନୁବର୍ତ୍ତିତା ପାଇଁ ଏହି ପଦକ୍ଷେପ ନିଆଯାଇଛି।