ପୁରୀ: ସମୁଦ୍ରରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପୁରୀରେ।ଡାଇମଣ୍ଡ ହୋଟେଲ ସମ୍ମୁଖ ସମୁଦ୍ରରେ ଭାସୁଥିଲା ଉକ୍ତ ଯୁବକଙ୍କ ମୃତଦେହ। ତେବେ ଏଯାଏ ମୃତ ଯୁବକଙ୍କ ପରିଚୟ ମିଳିନାହିଁ।
ସମୁଦ୍ରରେ ବୁଡ଼ି ଯୁବକଙ୍କ ମୃତ୍ୟୁ
/sambad/media/post_attachments/wp-content/uploads/2024/04/p.png)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)