ଲଜ୍ଜା: ୭ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ!

ଲଜ୍ଜା: ୭ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ!

Samajalive

କଲମପୁର/ଜୟପାଟଣା: କଳାହାଣ୍ଡି ଜିଲ୍ଲା କଲମପୁର ଥାନା ଅଞ୍ଚଳର ଜଣେ ୭ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଘଟଣା ସମ୍ପର୍କରେ ପରିବାର ଲୋକ ଜାଣିବା ପରେ ଥାନାରେ ଅଭିଯୋଗ କରିଛନ୍ତି।

ପୁଲିସ୍ ଶିଶୁକୁ ଡାକ୍ତରୀ ମାଇନା ପାଇଁ ପଠାଇଛି। ଏଥିସହ ଗାଁକୁ ଯାଇ ତଦନ୍ତ କରୁଥିବା ବେଳେ ଅଭିଯୁକ୍ତକୁ ଗିରଫ କରାଯାଇନଥିବା ଜଣାପଡ଼ିଛି। ଏହି ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ର ସାଜିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe