ରାଉରକେଲା: ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି ।

Advertisment

ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି । 

ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି ।