ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

Advertisment

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି । ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି...

6aanapa

ରାଉରକେଲା: ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି ।

ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି । 

ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe