ଜଗତସିଂହପୁର: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପୁରୀ। ସେଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିରେ ସାମିଲ ହୋଇଛି ଭାରତୀୟ ତଟରକ୍ଷୀ ବାହିନୀ। ତଟରକ୍ଷୀ ବାହିନୀର ଜାହାଜ ଜଳ ଭାଗରେ ଓ ହେଲିକପ୍ଟର ଆକାଶମାର୍ଗରେ ପଇଁତରା ମାରୁଛି।
ବାହୁଡ଼ା ପର୍ଯ୍ୟନ୍ତ ବିଭାଗ ପକ୍ଷରୁ ଏହି କାର୍ଯ୍ୟ ଚାଲୁ ରହିବ ବୋଲି ତଟରକ୍ଷୀ ବାହିନୀ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ପ୍ରଦାନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/SHIP_6.jpg)