ବିଦ୍ୟୁତ୍ ଆଘାତରେ ହାତୀର ମୃତ୍ୟୁ

Advertisment
ହାତୀ ଆକ୍ରମଣରେ ମହିଳା ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ସଦର ରେଞ୍ଜ ବସିଆପଡ଼ା ସେକ୍ସନ ବସିଆପଡ଼ା ବିଟ ଅନ୍ତର୍ଗତ ଡାଲଖାଇ ପଡ଼ା ନିକଟରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ତେବେ ହାତୀଟିର ମୃତ୍ୟର ପ୍ରକୃତ କାରଣ ଜଣାପଡ଼ିନାହିଁ।  ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ  କରିଛନ୍ତି।

ହାତୀଟି ଦୀର୍ଘ ଦିନ ଧରି ଏକୁଟିଆ ରହୁଥିଲା। ସେ ଖାଦ୍ୟ ‌ଅନ୍ବେଷଣରେ ଗାଁକୁ ଆସିଥିବା ବେଳେ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe