ବୁର୍ଲାରେ ସଶସ୍ତ୍ର ଡକାୟତି, ୧୦୦ ଗ୍ରାମ ସୁନା ଅଳଙ୍କାର ଓ ନଗଦ ଏକ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ମାଛଗାଡ଼ିରୁ ଏକଲକ୍ଷ ଟଙ୍କା ଲୁଟ୍‌, ଥାନାରେ ଅଭିଯୋଗ ପରେ ପୁଲିସ ପକ୍ଷରୁ ତଦନ୍ତ ଜାରି

ବୁର୍ଲା: ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ବାବୁବନ୍ଧରେ ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ଏକ ରାଇସ ମିଲ୍ ମାଲିକଙ୍କ ଘରେ ପଶି ପଶି ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସେମାନେ ମାରଣାସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିଥିଲେ। ପରେ ପରିବାର ସଦସ୍ୟମାନଙ୍କୁ ବାନ୍ଧି ୧୦୦ ଗ୍ରାମ ସୁନା ଅଳଙ୍କାର ଓ ନଗଦ ଏକ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।

ଘଟଣା ଜଣାପଡ଼ିବା ପରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି  ପରିବାରର ଅଭିଯୋଗ ଅନୁଯାୟୀ ଛାନଭିନ ଚଳାଇଛି ପୁଲିସ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe