ସମ୍ବଲପୁର : ଗୋଡ଼ଭଗା-ହୀରାକୁଦ ଷ୍ଟେସନ ମଧ୍ୟସ୍ଥ ରେଳ ଲାଇନ୍ରେ ଟ୍ରେନ୍ ସମ୍ମୁଖକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକଜଣଙ୍କ ହେଲେ ବରଗଡ଼ ଜିଲ୍ଲା ଅତାବିରା ଥାନା ଟାଙ୍ଗରପଡ଼ାର ଆକାଶ ମହାନନ୍ଦ(୩୦)। ସମ୍ବଲପୁର ଜିଆର୍ପି ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିବା ପରେ ଆକାଶଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ତେବେ କେଉଁ କାରଣରୁ ଆକାଶ ଏଭଳି ଚରମ ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇପାରିନାହିଁ।
ଟ୍ରେନ୍ ସମ୍ମୁଖକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
/sambad/media/post_attachments/wp-content/uploads/2020/09/train-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)