ବିଦ୍ୟୁତ୍ ଆଘାତରେ ଉଡ଼ିଗଲା ପ୍ରାଣବାୟୁ

ବିଦ୍ୟୁତ ଆଘାତରେ ଚାଲିଗଲା ଶ୍ରମିକର ଜୀବନ

ସମ୍ବଲପୁର: ବିଦ୍ୟୁତ୍‌ ଆଘାତରେ ସଦର ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପିଲାକନ୍ଦେଇପଡ଼ାର ଜବାହର ସାହୁ(୪୯)। ଶୁକ୍ରବାର ରାତି ସେ ମାଛ ମାରିବା ପାଇଁ ଯାଉଥିବା ବେଳେ ପୋଖରୀ ନିକଟରେ ପଡ଼ିଥିବା ବିଦ୍ୟୁତ୍‌ ତାର୍‌ ସଂସ୍ପର୍ଶରେ ଆସିଥିଲେ। ସୂଚନା ପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe