ଅନୁସନ୍ଧାନ କରୁଥିବା ବର୍ଗ

ସମ୍ବଲପୁର

ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗ ଆଉ ୩ ଦିନ ପାଇଁ ବନ୍ଦ

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗକୁ ଆଉ ୩ ଦିନ ପାଇଁ ବନ୍ଦ କରାଯାଇଛି। ଏନେଇ ରେଢ଼ାଖୋଲ ଉପଜିଲ୍ଲାପାଳ ଦୋଳାମଣି ପଟେଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,ଗତ ୨ ଦିନରେ ରେଢ଼ାଖୋଲ ଏନଏସିରେ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏମାନେ…
ଅଧିକ ଖବର ଦେଖନ୍ତୁ...

୩୧ ଯାଏ ଜ୍ୟୋତିବିହାର ଓ ଭିସୁଟ୍‌ ସଟ୍‌ଡାଉନ୍‌

ସମ୍ବଲପୁର : ସମ୍ବଲପୁର ତଥା ବୁର୍ଲାରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବା ପରେ ସମ୍ବଲପୁର ବିଶ୍ବବିଦ୍ୟାଳୟ(ଜ୍ୟୋତିବିହାର) ଓ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ(ଭିସୁଟ୍‌)କୁ ଆସନ୍ତା ୩୧ ତାରିଖ ଯାଏ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର…
ଅଧିକ ଖବର ଦେଖନ୍ତୁ...

ଜୁଲାଇ ୨୨ରୁ ୩୧ ଯାଏଁ ବନ୍ଦ ରହିବ ଭିସୁଟ 

ସମ୍ବଲପୁର/ଜୟପୁର: ମହାମାରୀ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖ ଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି । ଏ ନେଇ ସମ୍ବଲପୁର ଜିଲ୍ଲାପାଳ ଏକ ବିଜ୍ଞପ୍ତି ପ୍ରକାଶ କରି ଭିସୁଟକୁ ୧୦ ଦିନ ପାଇଁ ବନ୍ଦ…
ଅଧିକ ଖବର ଦେଖନ୍ତୁ...

ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ

ସମ୍ବଲପୁର: କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଜ୍ୟୋତି ବିହାର, ବୁର୍ଲା)କୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯିବା ନେଇ ସମ୍ବଲପୁର ଜିଲ୍ଲାପାଳ ସୋମବାର ସୂଚନା ଦେଇଛନ୍ତି। କେବଳ ଏତିକି ନୁହେଁ, ଜ୍ୟୋତି ବିହାରj ମୁଖ୍ୟ ପ୍ରବେଶ ଦ୍ୱାର ବ୍ୟତୀତ…
ଅଧିକ ଖବର ଦେଖନ୍ତୁ...

ଖୋର୍ଦ୍ଧାରେ୨ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ଏଯାବତ୍  କେଉଁ ଜିଲ୍ଲାରେ କେତେଜଣ କରୋନା ପଜିଟିଭ୍ ଚିହ୍ନଟ…

ଭୁବନେଶ୍ବର: ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।…
ଅଧିକ ଖବର ଦେଖନ୍ତୁ...

୧୨ଶହ ଟପିଲା କଟକ, ଜାଣନ୍ତୁ କେଉଁ ଜିଲ୍ଲାରେ ଏଯାବତ୍ କେତେଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ଆଜି ଓଡ଼ିଶାରେ ୭୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୮୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୫୫ଜଣ…
ଅଧିକ ଖବର ଦେଖନ୍ତୁ...

ଜୁଲାଇ ୨୬ ଯାଏଁ ଭିମ୍‌ସାରର ଆଉଟ୍‌ଡୋର୍‌ ବନ୍ଦ, ଅଣଜରୁରୀକାଳୀନ ରୋଗୀଙ୍କୁ ମିଳିବ ନାହିଁ ଚିକିତ୍ସା ସୁବିଧା

ସମ୍ବଲପୁର: ବୁର୍ଲା ବଡ଼ ଡାକ୍ତରଖାନା(ଭିମ୍‌ସାର)କୁ ଗ୍ରାସିଲାଣି କରୋନା। ଗତକାଲି ସୁଦ୍ଧା ଏଠାକାର ଡାକ୍ତର ଓ ନର୍ସଙ୍କ ସମେତ ୧୯ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ସଂକ୍ରମଣ ଯେମିତି ଅଧିକ ନ ବ୍ୟାପିବ ସେଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼…
ଅଧିକ ଖବର ଦେଖନ୍ତୁ...

ସମ୍ବଲପୁର ଶାସନ ଅଞ୍ଚଳରେ ଆଉ ଏକ ଅପହରଣ : ପବ୍‌ଜି ଖେଳୁଥିବାବେଳେ ଯୁବକଙ୍କୁ ଟେକିନେଲେ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ଶାସନ ଥାନା ଅଞ୍ଚଳରେ ବରେଇପାଲିର ବ୍ୟବସାୟୀ ନରେଶ ଅଗ୍ରୱାଲଙ୍କୁ ଅପହରଣ ଘଟଣାକୁ ୮ ଦିନ ନହେଉଣୁ ପୁଣିଥରେ ଏହି ଅଞ୍ଚଳରୁ ଅନ୍ୟ ଜଣେ ଯୁବକଙ୍କୁ ଅପହରଣ କରିନେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ତେବେ ସମ୍ବଲପୁର ପୁଲିସ୍‌ ୩ଟି ଟିମ୍‌ ଗଠନ କରି ଚଢ଼ଉ କରିବା ପରେ…
ଅଧିକ ଖବର ଦେଖନ୍ତୁ...

କୁଚିଣ୍ଡା : ବାପାର ତୀର ମାଡ଼ରେ ପୁଅ ଗୁରୁତର

କୁଚିଣ୍ଡା : ସାମାନ୍ୟ କଳହକୁ କେନ୍ଦ୍ର କରି ବାପା ଓ ପୁଅ ମଧ୍ୟରେ ଗଣ୍ଡଗୋଳ ହୋଇଛି। ବାପା ତୀର ମାଡ଼ରେ ପୁଅ ଗୁରୁତର ହୋଇଛି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ମହୁଲପାଲି ଥାନା କୁସମୀ ଫାଣ୍ଡି ଅନ୍ତର୍ଗତ ବାଙ୍କେ ଗ୍ରାମ ଭକ୍ତପଡ଼ାରେ। ଗତ ଗୁରୁବାର ରାତିରେ କୌଣସି ଏକ କାରଣକୁ ନେଇ…
ଅଧିକ ଖବର ଦେଖନ୍ତୁ...

ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୨୮୦, ଜାଣନ୍ତୁ ଏଯାବତ୍ କେଉଁ ଜିଲ୍ଲାରେ କେତେଜଣ କରୋନା ପଜିଟିଭ୍ ଚିହ୍ନଟ…

ଭୁବନେଶ୍ବର: ଆଜି ଓଡ଼ିଶାରେ ୫୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୯୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୯୭ଜଣ…
ଅଧିକ ଖବର ଦେଖନ୍ତୁ...