ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ କ୍ରୀଡ଼ାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ କ୍ରୀଡ଼ାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଜୋରସୋରରେ ପ୍ରଚାର ଚଳାଇଛନ୍ତି। ସାଧାରଣ ନିର୍ବାଚନ ସମୟରେ ସକାଳୁ କ୍ରୀଡ଼ାବିତମାନଙ୍କୁ ଭେଟି ଆଜି ଦିନର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ସେ ଆଜି ସକାଳେ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ପହଞ୍ଚି ସେଠାରେ ଥିବା ସହିତ କ୍ରୀଡାବିତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କ୍ରୀଡ଼ାବିତମାନଙ୍କୁ ଉତ୍ସାହିତ କରିଛନ୍ତି। ଏଥିସହ ପଶ୍ଚିମ ଓଡ଼ିଶାର କ୍ରୀଡ଼ାବିତ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସମ୍ବଲପୁର କ୍ରୀଡ଼ାବିତ ମାନଙ୍କ ସହ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe