ଟ୍ରେନ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ଟ୍ରେନ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Image Courtesy of The Indian Express

ସମ୍ବଲପୁର: ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଝାରସୁଗୁଡ଼ା ବଡ଼ମାଲ ପତ୍ରପାଲିର ଏକାଦଶୀ କର୍ତ୍ତା। ରେଙ୍ଗାଲି ଓ ଲପଙ୍ଗା ରେଳ ଷ୍ଟେସନ୍‌ ମଧ୍ୟରେ କୌଣସି ଏକ ଟ୍ରେନ୍‌ ଧକ୍କାରେ ତାଙ୍କର ଶନିବାର ମୃତ୍ୟୁ ଘଟିଛି। ସୂଚନା ପାଇ ସମ୍ବଲପୁର ଜିଆର୍‌ପି ଥାନା ପୁଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରିଥିଲା। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe