ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଭୋଇପାଲି ଗ୍ରାମର ଟିକେଶ୍ବର ଓରାମ(୩୫) ବୁଧବାର ଅପରାହ୍ଣରେ ଘରୋଇ କଳହକୁ ନେଇ ବିଷ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଟିକେଶ୍ବରଙ୍କର ମୃତ୍ୟୁ ହୋଇଛି। ଏନେଇ ବୁର୍ଲା ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା
/sambad/media/post_attachments/wp-content/uploads/2019/03/Suicide-Drinking-Poison-300x150-2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)