କରୋନା ସକାଶେ ୫ ଦିନ ପାଇଁ ବନ୍ଦ ହେଲା ସମ୍ବଲପୁର ବିଶ୍ବବିଦ୍ୟାଳୟ

Advertisment
ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ବିବାଦ ହଟୁନି! କୁଳପତିଙ୍କ ନାଁରେ ୩୦ ଲକ୍ଷ ଅନିୟମିତତା ଅଭିଯୋଗ

Sambalpur University

ସମ୍ବଲପୁର: ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ବିଶ୍ବବିଦ୍ୟାଳୟର କୁଳପତି । ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଭିନ୍ନ ପିଜି ବିଭାଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ନିଷ୍ପତ୍ତି ନିଆଯାଉଥିବା ନୋଟିସରେ ଉଲ୍ଲେଖ କରାଯାଇଛି । ତେବେ ୨୫ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ନୋଟିସ ମାଧ୍ୟମରେ ଉଲ୍ଲେଖ କରିଛନ୍ତି ବିଶ୍ୱବିଦ୍ୟାଳୟର କୁଳପତି ସଞ୍ଜୀବ ମିତଲ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe