ପୁରୀ: ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶ୍ରୀମନ୍ଦିର ଭିତରେ ସେ ଠାକୁରଙ୍କ ସେବା କରୁଥିଲେ।
ଅଧିଗ ପଢ଼ନ୍ତୁ: ୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍ଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି
ସୁଆର ବଡୁ ସେବାୟତ ଜଗନ୍ନାଥ ସୁନାଥାଳି ମଧ୍ୟାହ୍ନ ଧୂପନୀତି ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ।
ତାଙ୍କୁ ଚିକିତ୍ସା ଲାଗି ନିଆଯାଇଥିଲା। ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି।
ଅଧିଗ ପଢ଼ନ୍ତୁ: ୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ