ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ

ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ...

Sevayat died of heart attack

Sevayat died of heart attack

ପୁରୀ: ଶ୍ରୀମନ୍ଦିର ଭିତରେ ସେବାୟତଙ୍କର ହୃଦଘାତରେ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶ୍ରୀମନ୍ଦିର ଭିତରେ ସେ ଠାକୁରଙ୍କ ସେବା କରୁଥିଲେ।

ଅଧିଗ ପଢ଼ନ୍ତୁ: ୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍‌ଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି

ସୁଆର ବଡୁ ସେବାୟତ ଜଗନ୍ନାଥ ସୁନାଥାଳି ମଧ୍ୟାହ୍ନ ଧୂପନୀତି ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ। 

ତାଙ୍କୁ ଚିକିତ୍ସା ଲାଗି ନିଆଯାଇଥିଲା।  ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି। 

ଅଧିଗ ପଢ଼ନ୍ତୁ: ୫୦ବର୍ଷ ପୂର୍ବେ କୁମ୍ଭମେଳାକୁ ଆସିବା ପାଇଁ ଯୋଜନା କରିଥିଲେ ଷ୍ଟିଭ ଜବ୍ସ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe