ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ନୂତନ ଏନଏସଏସ ସଂଯୋଜକ ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ଦାସ

Advertisment
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ନୂତନ ଏନଏସଏସ ସଂଯୋଜକ ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ଦାସ

ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ନୂତନ ଏନଏସଏସ ସଂଯୋଜକ ଭାବେ ଶୁଭେନ୍ଦୁ ଦାସ ଦାୟିତ୍ବ ଗ୍ରହଣ କରିଛନ୍ତି। ଉଷା ଶତପଥୀ ଏନଏସଏସ ସଂଯୋଜିକା ଭାବେ ଅବ୍ୟାହତି ନେଇଛନ୍ତି। ତାଙ୍କ ସ୍ଥାନରେ ବାଇଗଣବାଡ଼ିଆ ମହାବିଦ୍ୟାଳୟର ରସାୟନ ବିଜ୍ଞାପ ପ୍ରାଧ୍ୟାପକ ଶୁଭେନ୍ଦୁ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ଶ୍ରୀ ଦାସ ଜିଲ୍ଲା ଏନଏସଏସ ପ୍ରୋଗ୍ରାମ ଅଫିସର ଭାବେ କାର୍ଯ୍ୟ କରୁଥିଲେ । ଶ୍ରୀମତୀ ଶତପଥୀ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବିଶ୍ୱବିଦ୍ୟାଳୟ ପାଇଁ ବହୁ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଦାୟିତ୍ୱ ହସ୍ତାନ୍ତର ସମୟରେ ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ବନଜା ମହାନ୍ତି , ଏମସିଏଏମର ଅଧ୍ୟକ୍ଷ ପ୍ରଦୀପ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe