ସାପ କାମୁଡ଼ାରେ ଶିଶୁକନ୍ୟା ମୃତ

Advertisment
ବିଏସ୍‌ଏଫ୍ ଯବାନଙ୍କୁ କାମୁଡ଼ିଲା ସାପ, ଡାକ୍ତରଖାନାରେ ଭର୍ତ୍ତି

iStock

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ଗୋଧିରାମପଡ଼ା ଗ୍ରାମରେ ସାପ କାମୁଡ଼ାରେ ସୁନୀଲ ମାଝୀଙ୍କ ୭ ମାସର ଶିଶୁକନ୍ୟା ପ୍ରାଣ ହରାଇଛି। ଗତକାଲି ରାତିରେ ମା’ କୋଳରେ ଶିଶୁଟି ଶୋଇଥିବା ବେଳେ ଏକ ବିଷଧର ସାପ ତାକୁ କାମୁଡ଼ି ଥିଲା।

ପରିବାର ଲୋକେ ଶିଶୁଟିକୁ ତୁରନ୍ତ ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ଡାକ୍ତରଖାନା ନେଇଥିଲେ। ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଛନ୍ତି। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe