ସାପକାମୁଡ଼ାରେ ମହିଳା ମୃତ

ପାଟଣା: ପାଟଣା ଥାନା ଡାଳପକା ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିମଳା ମହାନ୍ତ (୩୮)।

ଗତକାଲି ରାତିରେ ଶୋଇଥିବା ବେଳେ ବିମଳାଙ୍କୁ ଏକ ବିଷଧର ସାପ କାମୁଡ଼ି ଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ‌ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ସମ୍ବନ୍ଧିତ ଖବର