ବଲାଙ୍ଗୀର: ଟ୍ରେନ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

Advertisment
ବଲାଙ୍ଗୀର: ଟ୍ରେନ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

ବଲାଙ୍ଗୀର: ଆଜି ସକାଳେ ବଲାଙ୍ଗୀର ଜିଲ୍ଲା ଜମଗାଁ ମହାବିଦ୍ୟାଳୟର ଜଣେ ଛାତ୍ରୀ ଟ୍ରେଡ଼୍‍ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀଙ୍କ ନାମ ରଶ୍ମିତା ସାହୁ। ସେ ଖମାରମୁଣ୍ଡା ନିକଟରେ ଟ୍ରେନ୍‌ ଆଗକୁ ଡେଇ ଆତ୍ମହତ୍ୟା କରିଛନ୍ତି। ଖବରପାଇ ଜିଆରପି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe