ସୋନପୁର: ସୋନପୁର ଡିଆଇଇଟି ପରିସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ଶିକ୍ଷଣ ସାମଗ୍ରୀ ଉପରେ ପରିଦର୍ଶନରେ ଆସୁଥିବା ଅନ୍ୟାନ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। ଡିଆଇଇଟିର ଅଧ୍ୟକ୍ଷା ମଂଜୁଶ୍ରୀ ଦାଶ ଏବଂ ମମତା ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଛାତ୍ରଛାତ୍ରୀଙ୍କ ଦ୍ୱାରା ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ
Advertisment
Follow Us