ଦଧିବାମନ ଜିଉଙ୍କ ସୁନାବେଶ

Advertisment
ଦଧିବାମନ ଜିଉଙ୍କ ସୁନାବେଶ

ଆନନ୍ଦପୁର: ଆନନ୍ଦପୁରର ଆରାଧ୍ୟ ଦେବତା ଦଧିବାମନଜିଉଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ, ସନ୍ଧ୍ୟା ସାଢ଼େ ୬ଟାବେଳେ ରଥ ଉପରେ ତିନିଠାକୁରଙ୍କ ସୁନାବେଶ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଉପସ୍ଥିତ ରହି ଠାକୁରଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ।

ଆନନ୍ଦପୁର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା, ମନ୍ଦିର ପରିଚାଳକ ସୁରେନ୍ଦ୍ର ମିଶ୍ର ଓ କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ। ଆନନ୍ଦପୁର ପୁଲିସ ପକ୍ଷରୁ ରଥ ଚାରିପାଖରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe