ଓଲଟିଲା ଚାଉଳ ବୋଝେଇ ପିକଅପ: ୧୫ ଆହତ

Advertisment
ଓଲଟିଲା ଚାଉଳ ବୋଝେଇ ପିକଅପ: ୧୫ ଆହତ

ରାଉରକେଲା: ବଣାଇଗଡ଼ ବ୍ଲକ ଅନ୍ତର୍ଗତ ଭୁତୁଡ଼ା ପଞ୍ଚାୟତରୁ ଚାଉଳ ନେଇ ସରେଇକଲା ଗାଁକୁ ଯାଉଥିବା ପିକଅପ ଭ୍ୟାନ ଓଲଟି ପଡ଼ିବାରୁ ୧୫ ଜଣ ଆହତ ହୋଇଛନ୍ତି। ଅନ୍ୟ ପାଞ୍ଚ ଜଣ ଲୋକ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ଲହୁଣୀପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଉଭୟ ବଣାଇ ଓ ଲହୁଣୀପଡ଼ା ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରି ଘଟଣାର ତଦନ୍ତ ଚଳାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe