ଜଙ୍ଗଲରେ ହାତୀର ମୃତଦେହ ଠାବ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବାଙ୍କୀ ରେଞ୍ଜର ବାଙ୍କୀ ନିକଟସ୍ଥ ଟୁଁଗୁରି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି l ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛିl ହାତୀଟି ମରି ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ବନ ବିଭାଗକୁ ଖବର ଦେଇଥିଲେ।

ସୂଚନା ପାଇ ରାଉରକେଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀ, ଏସିଏଫ ଓ ରେଞ୍ଜର ପହଁଚି ତଦନ୍ତ ଆରମ୍ଭ କରିଛନ୍ତି l ତଦନ୍ତ ପରେ ହାତୀ ମୃତ୍ୟୁର କାରଣ ଜଣାପଡ଼ିବ

ସମ୍ବନ୍ଧିତ ଖବର