ରାଉରକେଲା: ଏକ୍ସପ୍ରେସ ଟ୍ରେନରେ କଟି କାର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉଦିତନଗର କୁମ୍ଭାରପଡାର କୁମର ବାରିକ (୩୮)। ପାରିବାରିକ କଳହରୁ ସେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ରେଳବାଇ ପୁଲିସ ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp