ଅନୁସନ୍ଧାନ କରୁଥିବା ବର୍ଗ

ସୁନ୍ଦରଗଡ଼

ସହକାରୀ ଜିଲ୍ଲାପାଳଙ୍କ ମୃତ୍ୟୁ ଘଟଣା, ହତ୍ୟା ଅଭିଯୋଗ ଆଣିଲେ ମା’ ଓ ଭାଇ

ରାଉରକେଲା: ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତାଙ୍କ ମା’ ସିଲେଷ୍ଟିନା ମିଞ୍ଜ ଏବଂ ଭାଇ ସଂନ୍ଦୀପ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସୁସ୍ମିତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଅଧିକ ଖବର ଦେଖନ୍ତୁ...

ସୁନ୍ଦରଗଡ଼ରେ ୬ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ: ସଂଖ୍ୟା ୨୦୬ ଛୁଇଁଲା

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆଉ ୬ ଜଣ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୦୬ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତକାଲି ୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଥମୁନି ନକ୍ସଲ ହିଂସା: ୩ ମାସରେ ଗଲାଣି ୧୦ ଜୀବନ

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଗୋଟିଏ ପରେ ଗୋଟିଏ ହିଂସାକାଣ୍ଡ ଭିଆଉଛନ୍ତି ନକ୍ସଲ ସଙ୍ଗଠନ। ଯାହାର ନେତୃତ୍ବ ନେଉଛନ୍ତି ଦୁର୍ଦ୍ଦାନ୍ତ ନକ୍ସଲ ମିସ୍‌ରି ବେଶ୍ରା ଓ ତା’ର ସହଯୋଗୀ। ଏମାନଙ୍କ ସୁରକ୍ଷିତ ସ୍ଥାନ ପାଲଟିଛି ସୀମାନ୍ତ ସରଣ୍ଡା ଓ କୋହ୍ଲାଣ ଜଙ୍ଗଲ। ସଙ୍ଗଠନକୁ ସୁଦୃଢ଼…
ଅଧିକ ଖବର ଦେଖନ୍ତୁ...

ଗଞ୍ଜେଇ ବେପାରୀ ଗିରଫ, ୨୧ କେଜି ଗଞ୍ଜେଇ ସହ ମୋଟରବାଇକ୍‌ ଜବତ

ରାଉରକେଲା: ରାଉରକେଲା ଅବକାରୀ ପୁଲିସ ଜଣେ ଗଞ୍ଜେଇ ବେପାରୀକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବେପାରୀ ଜଣକ ହେଲେ ସେକ୍ଟର-୬ର ଗଙ୍ଗା ସୁନା (୨୮)। ତା’ ନିକଟରୁ ୨୧ କେଜି ୮୯୧ ଗ୍ରାମ୍‌ ଗଞ୍ଜେଇ ସହ ହିରୋହୁଣ୍ଡା ମୋଟରବାଇକ୍‌ ଜବତ କରିଛି। ଆଜି ସକାଳ ପ୍ରାୟ ସାଢ଼େ ୧୦ଟାରେ ଗଙ୍ଗା…
ଅଧିକ ଖବର ଦେଖନ୍ତୁ...

ସହକାରୀ ଜିଲ୍ଲାପାଳଙ୍କ ମୃତ୍ୟୁ ଘଟଣା ସନ୍ଦେହ ଘେରରେ: ଗତକାଲି ସେନ୍‌ସରି ପାର୍କ ପୁଷ୍କରଣୀରୁ ମିଳିଥିବା ଶବ

ରାଉରକେଲା: ଗତକାଲି ଟ୍ରାଫିକ୍‌ ଗେଟ୍‌ ନିକଟସ୍ଥ ସେନ୍‌ସରୀ ପାର୍କ ପରିସରସ୍ଥ ପୁଷ୍ପରଣୀରୁ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଛି। ମୃତକ ହେଲେ ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ ରାମାବାହାଲ ପୋଖରୀଟୋଲିର ସୁସ୍ମିତା ମିଞ୍ଜ (୩୫)। ସେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍‌)ଙ୍କ…
ଅଧିକ ଖବର ଦେଖନ୍ତୁ...

ସରିଲା ଟ୍ରାଏଲ୍‌ ରନ୍‌୨,୪ରୁ ଚାଲିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ରାଉରକେଲା: ନୂଆଁଖାଇରେ ପଶ୍ଚିମାଞ୍ଚଳବାସୀଙ୍କୁ କେନ୍ଦ୍ର ସରକାରଙ୍କ ଭେଟି। ଆସନ୍ତା ୨୪ରୁ ପୁରୀ-ରାଉରକେଲା ମଧ୍ୟରେ ଚାଲିବ ଅତ୍ୟାଧୁନିକ ଟ୍ରେନ୍‌ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦି ଆଭାସି ଜରିଆରେ ପୁରୀ-ରାଉରକେଲା ସମେତ ଦେଶର ବିଭିନ୍ନ ରାଜ୍ୟରେ ଚାଲିବାକୁ…
ଅଧିକ ଖବର ଦେଖନ୍ତୁ...

ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା

ସମ୍ବଲପୁର: ନୂଆଁଖାଇ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇ ଉଠିଛି। ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯାଇଛି । ସେହିପରି ପାଟଣାଗଡ଼ରେ ମାଆ ପାଟଣେଶ୍ବରୀ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ, ସୋନପୁରରେ ମାଆ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷିବ; ୧୨ ଜିଲ୍ଲାକୁ ଅରେଞ୍ଜ; ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଏବଂ ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିମଧ୍ୟରୁ ୧୨ଟି…
ଅଧିକ ଖବର ଦେଖନ୍ତୁ...

ସୁନ୍ଦରଗଡ଼ରେ ସ୍ଥିତି ଉଦବେଗଜନକ: ଆଜି ପୁଣି ୭ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ, ୨୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ…

ସୁନ୍ଦରଗଡ଼: ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ସ୍କ୍ରବ୍ ଟାଇଫସ  ପଜିଟିଭ ଚିହ୍ନଟ। ୨୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର…
ଅଧିକ ଖବର ଦେଖନ୍ତୁ...

ନକ୍ସଲଙ୍କ ହିଂସା‌ ଯୋଜନା ପଣ୍ଡ: ସୀମାନ୍ତ ଜଙ୍ଗଲ ରାସ୍ତାରୁ ଟିଫିନ୍‌ ବୋମା ଉଦ୍ଧାର

ରାଉରକେଲା: ଗଣେଶ ପୂଜାରେ ନକ୍ସଲଙ୍କ ବଡ଼ ଧରଣର ହିଂସା ଯୋଜନା ପଣ୍ଡ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଜଙ୍ଗଲରେ ସ୍ଥାନୀୟ ପୁଲିସ ଓ ସିଆର୍‌ପିଏଫ୍‌ର ସର୍ଚ୍ଚ ଅପରେସନ୍‌ବେଳେ ଗୋଏଲକେରା ବେଡାଦୁଇଆ ଗାଁ ନିକଟ ଜଙ୍ଗଲ ରାସ୍ତାରୁ ନକ୍ସଲମାନେ ଖଞ୍ଜିଥିବା ଟିଫିନ୍‌ ବୋମା ଉଦ୍ଧାର ହୋଇଛି।…
ଅଧିକ ଖବର ଦେଖନ୍ତୁ...