ଆଦିବାସୀ ନୃତ୍ୟ ଦଳ ସହ ନାଚିଲେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି

ରାଉରକେଲା: ଆଦିବାସୀ ନୃତ୍ୟ ଦଳ ସହ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ନାଚିଛନ୍ତି। ରାଉରକେଲା ପରିବର୍ତ୍ତନ ସଂକଳ୍ପ ସମାବେଶରେ ଉଦବୋଧନ ଦେବା ପୂର୍ବରୁ ନାଚିଛନ୍ତି। ନିରଞ୍ଜନ ପଟ୍ଟନାୟକଙ୍କ ସହ ପୂର୍ବ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ, ନରସିଂହ ମିଶ୍ର, ପ୍ରସାଦ ହରିଚନ୍ଦନ, ଜୟଦେବ ଜେନା ଓ ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି।

ସମ୍ବନ୍ଧିତ ଖବର