ବଡ଼ଗାଁ: ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଲକ ମୁଣ୍ଡାଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ କୂଅରେ ଖସିପଡ଼ି ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୁଣ୍ଡାଗାଁ ନିବାସୀ ଅବସରପ୍ରାପ୍ତ ଶିକ୍ଷକ ଉପେନ୍ଦ୍ର ସା ଗତକାଲି ଦ୍ବିପହର ବେଳେ କୌଣସି କାରଣରୁ କୂଅରେ ପଡ଼ିଯାଇଥିଲେ। ତାଙ୍କର କୌଣସି ଖୋଜଖବର ମିଳିନଥିବା ବେଳେ ଘରଲୋକେ ଖୋଜି ଶେଷରେ କୂଅ ଭିତରେ ଠାବ କରିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ବଡ଼ଗାଁ ଡାକ୍ତରଖାନା ଆଣି ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରାଯାଇଛି।
କୂଅରେ ଖସିପଡ଼ି ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ
/sambad/media/post_attachments/wp-content/uploads/2022/06/dead-f-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)