ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଅତିରିକ୍ତ ହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ଆଜି ସକାଳୁ ସୁନ୍ଦରଗଡ଼ ଭିଜିଲାନ୍ସ ଟିମ୍ କୁଳମଣିଙ୍କ ପୈତୃକ ଗାଁ ଲେଫ୍ରିପଡା ବ୍ଲକ୍ ଡୁମାବାହାଲର ୪ଟି ସ୍ଥାନ ସମେତ ଲେଫ୍ରିପଡା ଓ ସୁନ୍ଦରଗଡ଼ର ୮ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି। ସୁନ୍ଦରଗଡ଼ ଡିଏସପି ସୁଧାଂଶୁ ପୁଝାରୀଙ୍କ ନେତୃତ୍ବରେ ଟିମ୍ ଚଢାଉ କରିବା ସହ ସମ୍ପତ୍ତିର ଆକଳନ ଆରମ୍ଭ କରିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ
/sambad/media/post_attachments/wp-content/uploads/2022/09/vigilance.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)