ସୁନ୍ଦରଗଡ଼: ଆଜି ସକାଳୁ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ୍ କୁକୁଡା ସମବାୟ ସମିତି (ଲାମ୍ପସ୍ )ର ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପି ସୁଧାଂଶୁ ପୁଝାରୀଙ୍କ ନେତୃତ୍ଵରେ ଏକ ଟିମ ଏମଡିଙ୍କ ଘର ସମେତ ଅଫିସରେ ଚଢ଼ାଉ କରିଛି। ଏନେଇ ଅଧିକ ବିବରଣୀ ମିଳିନାହିଁ।
କୁକୁଡ଼ା ଲାମ୍ପସ୍ ପରିଚାଳନା ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
/sambad/media/post_attachments/wp-content/uploads/2022/01/ଚଂଭ.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)