ରାଉରକେଲା: ସେକ୍ଟର-୧୯ ଆଇଜିଏଚ ରୋଡରେ ଜଣେ ଯୁବକଙ୍କ ଶବ ଉଦ୍ଧାର ହୋଇଛି। ବିଦ୍ୟୁତ ସଂସ୍ପର୍ଶରେ ଯୁବକଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡିଛି। ସେକ୍ଟର ୧୯ ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ମୃତକଙ୍କ ପରିଚୟ ମିଳି ନାହିଁ।
ବିଦ୍ୟୁତ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ!
/sambad/media/post_attachments/wp-content/uploads/2023/07/dead-sisat.jpg)
ରାଉରକେଲା: ସେକ୍ଟର-୧୯ ଆଇଜିଏଚ ରୋଡରେ ଜଣେ ଯୁବକଙ୍କ ଶବ ଉଦ୍ଧାର ହୋଇଛି। ବିଦ୍ୟୁତ ସଂସ୍ପର୍ଶରେ ଯୁବକଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡିଛି। ସେକ୍ଟର ୧୯ ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି। ମୃତକଙ୍କ ପରିଚୟ ମିଳି ନାହିଁ।
Join and get latest news updates delivered to you via WhatsApp