ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

Twitter

ସମ୍ବଲପୁର: ସଦର ଥାନା ଅଞ୍ଚଳରେ ରହୁଥିବା ଜଣେ ଯୁବକଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ମୁର୍ସିଦାବାଦର ବୋଲି ଜଣାପଡ଼ିଛି। ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ସାଙ୍ଗମାନେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ(ଡିଏଚଏଚ)କୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନା ପାଇ ସଦର ଥାନା ପୁଲିସ ଡିଏଚଏଚ ପହଞ୍ଚି ମୃତକଙ୍କ ପଞ୍ଚନାମା କରିବା ପରେ ବ୍ୟବଚ୍ଛେଦ ପାଇଁ ବୁର୍ଲା ପଠାଇଥିଲା। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe