ପୁରୀ: ଆସନ୍ତାକାଲି (ବୁଧବାର) ଦିନ ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ଓ ସାଧାରଣ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ସନ୍ଧ୍ୟାରେ ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
/sambad/media/post_attachments/wp-content/uploads/2023/11/jagannath_temple_0_0.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)