ନୂଆପଡ଼ା: ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

Advertisment
ନୂଆପଡ଼ା: ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

Accident by car driving.

ନୂଆପଡ଼ା: ନୂଆପଡ଼ା ଖରିଆରୋଡ ଥାନା ଆମସେନା ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ସୋମବାର ନୂଆପଡ଼ା ଅଭିମୁଖେ ଯାଉଥିବା ବାଇକ ଆରୋହୀଙ୍କୁ ଖରିଆରୋଡ ଥାନା ଆମସେନା ଛକ ନିକଟରେ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟଲୋକ ଟ୍ରକକୁ ଜବତ କରିବା ସହିତ ପୁଲିସରେ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ମୃତକଙ୍କ ନାମ କ୍ରିଷ୍ଣାଜଗତ ଓ ଘର ପୋରକୋଡ ଗ୍ରାମ ବୋଲି ଜଣାପଡ଼ିଛି। ଏହାପରେ ମୃତଙ୍କ ପରିବାରବର୍ଗଙ୍କୁ ଖବର ଦିଆଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe