ଯାଜପୁର: ଆଜି ସକାଳେ ୧୬ ନମ୍ବର ଜାତୀୟ ରାଜପଥର ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ଦୁର୍ଗାପୁର ଗାଁ ନିକଟରେ ଏକ ଟ୍ରକ୍୍ ଧକ୍କାରେ ବାଇକ ଆରୋହୀ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ପରିଚୟ ଜଣାପଡ଼ି ନାହିଁ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିବା ବେଳେ ଖବର ପାଇ କୁଆଖିଆ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।
ଯାଜପୁର: ଟ୍ରକ୍ ଧକ୍କାରେ ଅଜଣା ବାଇକ୍ ଆରୋହୀଙ୍କ ମୃତ୍ୟୁ
/sambad/media/post_attachments/wp-content/uploads/2018/01/jajpur.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)