ଯାଜପୁର: ଯାଜପୁର ଜିଲ୍ଲା ବରି ଥାନା ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମୁସଲିମ ସାହିରେ ଆଜି ସକାଳେ ବାଣ ଭିଡ଼ା ଯାଉଥିବା ବେଳେ ହଠାତ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ପ୍ରଚଣ୍ଡ ଥିଲା ଯେ ସେକ୍ ମତୁଆଲ୍ଲୀ ନାମକ ଜଣେ ବ୍ୟକ୍ତିଙ୍କ ପାଦ ଛିଡ଼ିଯାଇଛି।
ଯାଜପୁର: ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ, ୨ ଗୁରୁତର
/sambad/media/post_attachments/wp-content/uploads/2017/10/jajpur-bari-cracker-explosion-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)