ନାଲକୋନଗର: ଅନୁଗୁଳଜିଲ୍ଲା ନାଲକୋନଗରର ୫୫ ନମ୍ବର ଜାତୀୟ ରାଜପଥ କୁଲାଡ ଛକ ନିକଟରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଟ୍ରକ୍ ଚାଳକ ଗୁରୁତର ହୋଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ବୁଧବାର ରାତି ୧୦ଟା ୩୦ ସମୟରେ କୁଲାଡ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।
ଅଧିକ ପଢ଼ନ୍ତୁ: ଜୁନିୟର୍ ରେଡକ୍ରସ୍ ଓ ଆମ ଓଡ଼ିଶା ପକ୍ଷରୁ ରକ୍ତଦାନ ଶିବିର
ସ୍ଥାନୀୟ ଲୋକ ଓ ନାଲକୋ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଚାଳକଙ୍କୁ ଉଦ୍ଧାର କରିଛନ୍ତି।
ଦୁର୍ଘଟଣା ଯୋଗୁ ରାସ୍ତାର ଉଭୟ ପାର୍ଶ୍ବରେ ଗାଡ଼ି ଜାମ ରହିଛି।
ଅଧିକ ପଢ଼ନ୍ତୁ: ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ-ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ଗ୍ରାଚୁଇଟି ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/01/02/svmWtD2IL56ONzRMQE8S.jpeg)