ରଗଡି ଜେଲରେ ଵିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

Advertisment
ରଗଡି ଜେଲରେ ଵିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଯାଜପୁର: ରଗଡି ଜେଲରେ ରହୁଥିବା ଜଣେ ଵିଚାରଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଯାଜପୁରର ରଗଡି ଜେଲରେ ୪ ମାସ ହେବ ଭଦ୍ରକ ଅଂଚଳର ସତ୍ୟବ୍ରତ ଖିଲାର ବିଚାରଧୀନ କଏଦୀ ଭାବେ ସଜା କାଟୁଥିଲେ। ତେବେ ଆଜି ସେ ଫିନାଇନ ପିଇଦେଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ତେବେ ଏନେଇ ଜେଲରଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe