ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Advertisment
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ସ୍ଥିତ ଭଡାଘରେ ଆଜି ଭିଜିଲାନ୍ସ ରେଡ଼ କରିଛି | ମିଳିଥିବା ସୂଚନା ମୁତାବକ ନବରଙ୍ଗପୁର ଡିଏସ ସିନେମା ହଲ ନିକଟ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି | ଭିଜିଲାନ୍ସର ୫ଜଣିଆ ଟିମ ଜୟପୁର, ନବରଙ୍ଗପୁର ସମେତ ୪ଟି ସ୍ଥାନରେ ଚଢ଼ାଉ କରୁଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe