ଝାରସୁଗୁଡ଼ା: ମହିଳାଙ୍କୁ ମରାଣାନ୍ତକ ଆକ୍ରମଣ କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍‌

Advertisment
ଝାରସୁଗୁଡ଼ା: ମହିଳାଙ୍କୁ ମରାଣାନ୍ତକ ଆକ୍ରମଣ କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍‌

ଝାରସୁଗୁଡ଼ା: ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡ଼ା ଥାନା ଅନ୍ତର୍ଗତ ସଜନିପଡ଼ାରେ ଜଣେ ମହିଳାଙ୍କ ଘରେ ପଶି ଡକାୟତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହିତ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନାଗହଣା ଲୁଟି ନେଇଛନ୍ତି। ଡକାୟତଙ୍କ ଆକ୍ରମଣରେ ଆହତ ହୋଇଥିବା ମହିଳା ଜଣକ ହେଉଛନ୍ତିି ତୃପ୍ତିମୟୀ ନାୟକ ଓ ସେ ଜଣେ କର୍ମଜୀବୀ ମହିଳା। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe