ନିଆଁ ଲାଗି ମହିଳା ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

Advertisment
ନିଆଁ ଲାଗି ମହିଳା ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

ଢେଙ୍କାନାଳ: ଭୁବନ ବ୍ଲକ ଅନ୍ତର୍ଗତ ମହୁଲପାଳ ଗ୍ରାମରେ ଆଜି ଦିନ ୧୨ ଟା ସମୟରେ ପ୍ରଶାନ୍ତ ରାଉତଙ୍କ ସ୍ତ୍ରୀ ସୁନିତା ରାଉତ (୨୫) ରୋଷେଇ କରୁଥିବା ସମୟରେ ଅଚାନକ ତାଙ୍କ ଶାଢୀରେ ନିଆଁ ଲାଗିଯାଇଥିଲା।  ସୁନିତାଙ୍କ ଶରୀରର କିଛି ଅଂଶ ପୋଡିଯାଇଛି । ତାଙ୍କୁ ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିବା ବେଳେ ପରେ ପରେ ତାଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe